2 ରାଜାବଳୀ 18:13 - ଓଡିଆ ବାଇବେଲ13 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଉତ୍ତାରେ ହିଜକୀୟ ରାଜାଙ୍କର ଅଧିକାରର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ୍ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ପ୍ରତିକୂଳରେ ଆସି ତାହାସବୁ ହସ୍ତଗତ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା। Viz kapitolaପବିତ୍ର ବାଇବଲ13 ଅନନ୍ତର ହିଜକିୟଙ୍କର ରାଜତ୍ୱର ଚତୁଃର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀଦ୍ ଯିହୁଦାର ସମସ୍ତ ପ୍ରାଚୀର ବେଷ୍ଟିତ ନଗର ଅବରୋଧ କରି ତାକୁ ଅଧିକାର କଲେ। Viz kapitola |