2 ରାଜାବଳୀ 18:20 - ଓଡିଆ ବାଇବେଲ20 ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ ? Viz kapitolaପବିତ୍ର ବାଇବଲ (Re-edited) - (BSI)20 ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ? Viz kapitolaପବିତ୍ର ବାଇବଲ20 ତୁମ୍ଭର ଏ କଥା ନିରର୍ଥକ। କାରଣ ତୁମ୍ଭେ କୁହ, “ଯୁଦ୍ଧରେ ଜୟଲାଭ କରିବା ପାଇଁ ମୋର ବହୁତ ମନ୍ତ୍ରଣା ଓ ବଳ ଅଛି।” କିନ୍ତୁ ତୁମ୍ଭେ କାହା ଉପରେ ନିର୍ଭର କର, ଯେହେତୁ ମୋ’ ବିପକ୍ଷରେ ବିଦ୍ରୋହ କରୁଛ? Viz kapitola |