Online Bible

- Reklamy -




2 ରାଜାବଳୀ 18:21 - ଓଡିଆ ବାଇବେଲ

21 ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ। ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ। ଯେଉଁମାନେ ମିସରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।

Viz kapitola kopírovat

ପବିତ୍ର ବାଇବଲ

21 ଏଠାକୁ ଦେଖ, ତୁମ୍ଭେ ଭଙ୍ଗା ହୋଇଥିବା ଆଶାବାଡ଼ି ଉପରେ ନିର୍ଭର କରୁଅଛ। ଏହି ଆଶାବାଡ଼ି ମିଶରର ଅଟେ। କିନ୍ତୁ ଯଦି କେହି ତା’ ଉପରେ ଆଉଜେ ଏହା ଭାଙ୍ଗି ଯିବ ଏବଂ ହାତରେ ପଶି ଫୋଡ଼ି ହୋଇଯିବ ଓ ଏହାକୁ ଘାଆ କରିଦେବ। ଯେଉଁମାନେ ମିଶରର ରାଜା ଫାରୋ ଉପରେ ନିର୍ଭର କରୁଛନ୍ତି, ସେମାନେ ଏହି ଭାଗ୍ୟର ଅଂଶିଦାର ହେବ।

Viz kapitola kopírovat




2 ରାଜାବଳୀ 18:21

Následuj nás:

Reklamy


Reklamy