Online Bible

- Reklamy -




2 ରାଜାବଳୀ 18:24 - ଓଡିଆ ବାଇବେଲ

24 ତେବେ କିପରି ତୁମ୍ଭେ ମୋ’ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇପାରିବ ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ତେବେ କିରୂପେ ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇପାରିବ? କିରୂପେ ତୁମ୍ଭେ ରଥ ଓ ଅଶ୍ଵାରୋହୀ ନିମନ୍ତେ ମିସର ଉପରେ ବିଶ୍ଵାସ କରୁଅଛ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇ ପାରିବ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ?

Viz kapitola kopírovat

ପବିତ୍ର ବାଇବଲ

24 ତୁମ୍ଭେ ମୋର ମହାଶୟଙ୍କ ଦାସମାନଙ୍କ ମଧ୍ୟରୁ ଏପରିକି ସବୁଠାରୁ ଦୁର୍ବଳ, କ୍ଷୁଦ୍ରତମ ସୈନ୍ୟକୁ ପରାସ୍ତ କରି ପାରିବ ନାହିଁ। ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିଶର ଦେଶ ଉପରେ ନିର୍ଭର କରୁଛ।

Viz kapitola kopírovat




2 ରାଜାବଳୀ 18:24

Následuj nás:

Reklamy


Reklamy