2 ରାଜାବଳୀ 18:27 - ଓଡିଆ ବାଇବେଲ27 ମାତ୍ର ରବ୍ଶାକି ସେମାନଙ୍କୁ କହିଲା, “ମୋ’ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି ? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କ’ଣ ମୋତେ ପଠାଇ ନାହାନ୍ତି ?” Viz kapitolaପବିତ୍ର ବାଇବଲ (Re-edited) - (BSI)27 ମାତ୍ର ରବ୍ଶାକି ସେମାନଙ୍କୁ କହିଲା, ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମାତ୍ର ରବ୍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?” Viz kapitolaପବିତ୍ର ବାଇବଲ27 କିନ୍ତୁ ଆଦେଶକାରୀ ସେମାନଙ୍କୁ କହିଲେ, “ମୋର ମହାଶୟ କେବଳ ତୁମ୍ଭର ମହାଶୟଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇ ନାହାନ୍ତି। ପ୍ରାଚୀର ଉପରେ ବସିଥିବା ଲୋକମାନଙ୍କୁ ମଧ୍ୟ ମୁଁ କହିବି। ମୁଁ ସେମାନଙ୍କୁ ଜଣାଇଦେବାକୁ ଗ୍ଭହେଁ ଯେ, ସେମାନେ ତୁମ୍ଭମାନଙ୍କ ସହିତ ସେମାନଙ୍କର ବିଷ୍ଠା ଖାଇବେ ଓ ସେମାନଙ୍କର ମୂତ୍ର ପିଇବେ।” Viz kapitola |