2 ରାଜାବଳୀ 18:30 - ଓଡିଆ ବାଇବେଲ30 କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ।’ ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ। Viz kapitolaପବିତ୍ର ବାଇବଲ (Re-edited) - (BSI)30 କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ଵାସ ନ ଜନ୍ମାଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ। ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ। Viz kapitolaପବିତ୍ର ବାଇବଲ30 ହିଜକିୟ ତୁମ୍ଭର ବିଶ୍ୱାସ ସଦାପ୍ରଭୁଙ୍କଠାରେ ନ ଜନ୍ମାଉ, ହିଜକିୟ କହେ, “ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରିବେ। ଅଶୂରର ରାଜା ଏହି ନଗରକୁ ପରାସ୍ତ କରି ପାରିବ ନାହିଁ।” Viz kapitola |