Online Bible

- Reklamy -




2 ରାଜାବଳୀ 18:34 - ଓଡିଆ ବାଇବେଲ

34 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି ? ସଫର୍ବୟିମର ଓ ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି ? ସେମାନେ କ’ଣ ମୋ’ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଓ ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି? ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଓ ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି? ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?

Viz kapitola kopírovat

ପବିତ୍ର ବାଇବଲ

34 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର, ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି? ସେମାନେ କ’ଣ ମୋ’ ହସ୍ତରୁ ଶମରିୟାକୁ ଉଦ୍ଧାର କରିଛନ୍ତି? ନା!

Viz kapitola kopírovat




2 ରାଜାବଳୀ 18:34

Následuj nás:

Reklamy


Reklamy