2 ରାଜାବଳୀ 18:4 - ଓଡିଆ ବାଇବେଲ4 ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେ ଉଚ୍ଚସ୍ଥଳୀସବୁ ଦୂର କରିଦେଲେ ଓ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ-ସର୍ପ ଖଣ୍ତ ଖଣ୍ତ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ଵଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ-ଖଣ୍ତ) ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ। Viz kapitolaପବିତ୍ର ବାଇବଲ4 ସେ ଉଚ୍ଚସ୍ଥଳୀଗୁଡ଼ିକୁ ଧ୍ୱଂସ କରିଦେଲେ। ସମସ୍ତ ସ୍ମୃତି ସ୍ତମ୍ଭ ଭାଙ୍ଗି ପକାଇଲେ। ଆଶେରା ମୂର୍ତ୍ତି ଗୁଡ଼ିକୁ କାଟି ପକାଇଲେ। ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଭାଙ୍ଗି ପକାଇଲେ। କାରଣ ତାଙ୍କରି ଉଦ୍ଦେଶ୍ୟରେ ଇସ୍ରାଏଲ ସନ୍ତାନଗଣ ସେହି ସମୟ ପର୍ଯ୍ୟନ୍ତ ଧୂପ ଜଳାଉଥିଲେ। ଏହାର ନାମ “ନହୁଷ୍ଟର୍ନ” ରଖିଲେ। Viz kapitola |