2 ରାଜାବଳୀ 18:7 - ଓଡିଆ ବାଇବେଲ7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ; ଆଉ ସେ ଅଶୂର-ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ। Viz kapitolaପବିତ୍ର ବାଇବଲ7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ, ସେ ଯେକୌଣସି କାର୍ଯ୍ୟ କଲେ ସବୁରେ କୃତକାର୍ଯ୍ୟ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ। Viz kapitola |