Online Bible

- Reklamy -




2 ରାଜାବଳୀ 19:1 - ଓଡିଆ ବାଇବେଲ

1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ିହୋଇ ସଦାପ୍ରଭୁଙ୍କ ଗୃହକୁ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ

1 ରାଜା ହିଜକିୟ ସମସ୍ତ କଥା ଶୁଣିଲେ। ନିଜର ଦୁଃଖ ଓ ବ୍ୟସ୍ତତା ଜଣାଇବା ପାଇଁ ଆପଣା ବସ୍ତ୍ର ଚିରିଲେ ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।

Viz kapitola kopírovat




2 ରାଜାବଳୀ 19:1

Následuj nás:

Reklamy


Reklamy