Online Bible

- Reklamy -




2 ରାଜାବଳୀ 19:15 - ଓଡିଆ ବାଇବେଲ

15 ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ଵର ଅଟ; ତୁମ୍ଭେ ସ୍ଵର୍ଗ ଓ ପୃଥିବୀ ନିର୍ମାଣ କରିଅଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।

Viz kapitola kopírovat

ପବିତ୍ର ବାଇବଲ

15 ହିଜକିୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ହେ କିରୁବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ କେବଳ ଏ ସମଗ୍ର ବିଶ୍ୱର ପରମେଶ୍ୱର ଅଟ। ଆଉ ମଧ୍ୟ ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।

Viz kapitola kopírovat




2 ରାଜାବଳୀ 19:15

Následuj nás:

Reklamy


Reklamy