2 ରାଜାବଳୀ 19:22 - ଓଡିଆ ବାଇବେଲ22 ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ !” Viz kapitolaପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ଵକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ! Viz kapitolaପବିତ୍ର ବାଇବଲ22 କିନ୍ତୁ ତୁମ୍ଭକୁ କିଏ ଅପମାନିତ ଓ ନିନ୍ଦା କଲା? କିଏ ତୁମ୍ଭ ବିରୁଦ୍ଧରେ କହିଲା? ତେଣୁ ତୁମ୍ଭେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଥିଲ। ତୁମ୍ଭେ ତାଙ୍କଠାରୁ ଅଧିକ ଭଲ ବୋଲି ତୁମ୍ଭେ କାର୍ଯ୍ୟ କଲ। Viz kapitola |