2 ରାଜାବଳୀ 19:25 - ଓଡିଆ ବାଇବେଲ25 ଏହା କ’ଣ ତୁମ୍ଭେ ଶୁଣି ନାହଁ, କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ, ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ ? ଏହା ଏବେ ଆମ୍ଭେ ସଫଳ କରିଅଛୁ। ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି, ସେସବୁକୁ ଢିପି କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)25 କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏହା କʼଣ ତୁମ୍ଭେ ଶୁଣି ନାହଁ, କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ, ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ? ଏହା ଏବେ ଆମ୍ଭେ ସଫଳ କରିଅଛୁ। ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି, ସେସବୁକୁ ଢିପି କରିବ। Viz kapitolaପବିତ୍ର ବାଇବଲ25 ତୁମ୍ଭେ କ’ଣ ଏହା ଶୁଣି ନାହଁ, ପରମେଶ୍ୱର କ’ଣ କହିଲେ? ଯେ କିପରି ଆମ୍ଭେ ପୁରାତନ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବ କାଳରୁ ଏହା ସ୍ଥିର କରିଅଛୁ। ଆମ୍ଭେ ପ୍ରାଚୀର ବେଷ୍ଟିତ ନଗରମାନ ଧ୍ୱଂସ କରି ସେ ସବୁକୁ ଢିପ କରିବା। ଆମ୍ଭେ ଏହା ଘଟିବା ପାଇଁ କରିଅଛୁ। Viz kapitola |