Online Bible

- Reklamy -




2 ରାଜାବଳୀ 19:28 - ଓଡିଆ ବାଇବେଲ

28 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ, ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ, ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ, ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ, ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।

Viz kapitola kopírovat

ପବିତ୍ର ବାଇବଲ

28 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଅହମିକା ପୂର୍ଣ୍ଣ ଧି‌କ୍‌କାର ଆମ୍ଭର କର୍ଣ୍ଣଗୋଚର ହୋଇଅଛି। ଏଣୁ ଆମ୍ଭେ ତୁମ୍ଭ ନାସିକାରେ ଅଙ୍କୁଶ ଓ ତୁମ୍ଭ ଓଷ୍ଠାଧରରେ ଲଗାମ ଦେବା। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ ସେହି ବାଟରେ ତୁମ୍ଭଙ୍କୁ ଫେରାଇ ଦେବା।’”

Viz kapitola kopírovat




2 ରାଜାବଳୀ 19:28

Následuj nás:

Reklamy


Reklamy