Online Bible

- Reklamy -




2 ରାଜାବଳୀ 19:29 - ଓଡିଆ ବାଇବେଲ

29 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ଵୟଂ ଉତ୍ପନ୍ନ ଶସ୍ୟ ଓ ଦ୍ଵିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।

Viz kapitola kopírovat

ପବିତ୍ର ବାଇବଲ

29 “ହେ ହିଜକିୟ, ଏହା ତୁମ୍ଭ ପ୍ରତି ମୋର ସାହାଯ୍ୟର ଚିହ୍ନ ହେବ। ଏହି ବର୍ଷ ତୁମ୍ଭେମାନେ ସ୍ୱୟଂ କ୍ଷେତରେ ବଢ଼ିଥିବା ଶସ୍ୟ ଭୋଜନ କରିବ ଓ ପର ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ମାତ୍ର ତୃତୀୟ ବର୍ଷ ତୁମ୍ଭେ ବୁଣିଥିବା ଶସ୍ୟ କାଟିବ ଓ ତୁମ୍ଭଦ୍ୱାରା ରୋପିତ ଦ୍ରାକ୍ଷାକ୍ଷେତ୍ରରୁ ଫଳ ଭୋଜନ କରିବ।

Viz kapitola kopírovat




2 ରାଜାବଳୀ 19:29

Následuj nás:

Reklamy


Reklamy