2 ରାଜାବଳୀ 19:37 - ଓଡିଆ ବାଇବେଲ37 ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଓ ଶରେତ୍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଓ ଶରେତ୍ସର୍ ତାହାକୁ ଖଡ଼୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଓ ଶରେତ୍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା। Viz kapitolaପବିତ୍ର ବାଇବଲ37 ଏକଦା ସନ୍ହେରୀବ୍ ଆପଣା ନିଷ୍ରୋକ ନାମକ ଦେବତାକୁ ମନ୍ଦିରରେ ପୂଜା କରିବା ବେଳେ ତା'ର ପୁତ୍ର ଅଦ୍ରମ୍ମେଲକ ଓ ଶରେତ୍ସର ତାହାକୁ ଖଡ଼୍ଗରେ ବଧ କଲେ। ତା'ପରେ ସେମାନେ ଅରାରଟ ଦେଶକୁ ପଳାୟନ କଲେ। ଆଉ ତା'ର ପୁତ୍ର ଏସରହଦ୍ଦୋନ ତାହାର ପଦରେ ରାଜା ହେଲା। Viz kapitola |