Online Bible

- Reklamy -




2 ରାଜାବଳୀ 2:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନି ଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍‍ଗଲ୍‍ରୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ଵର୍ଗକୁ ଘେନି ଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍‍ଗଲ୍‍ରୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ

1 ଅନନ୍ତର ସଦାପ୍ରଭୁ ଏଲିୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବାକୁ ଉଦ୍ୟତ ଥିଲେ, ଏଲିୟ ଓ ଇଲୀଶାୟ ଗି‌ଲ୍‌‌‌ଗ‌‌ଲ୍‌‌ଠାରୁ ସେମାନଙ୍କର ରାସ୍ତାରେ ଥିଲେ।

Viz kapitola kopírovat




2 ରାଜାବଳୀ 2:1

Následuj nás:

Reklamy


Reklamy