Online Bible

- Reklamy -




2 ରାଜାବଳୀ 2:10 - ଓଡିଆ ବାଇବେଲ

10 ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଏଥିରେ ସେ କହିଲେ, ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ଅନ୍ତରିତ ହେବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

10 ଏଲିୟ କହିଲେ, “ତୁମ୍ଭେ ଏକ କଷ୍ଟକର ବିଷୟ ମାଗିଲ। ତଥାପି ମୁଁ ତୁମ୍ଭ ନିକଟରୁ ନେଇଯିବା ବେଳେ, ତୁମ୍ଭେ ଯଦି ମୋତେ ଦେଖିବ ତେବେ ତୁମ୍ଭ ପ୍ରତି ତାହା ଘଟିବ, କିନ୍ତୁ ତୁମ୍ଭେ ଯଦି ମୋତେ ଦେଖିବ ନାହିଁ, ତାହାହେଲେ ସେପରି ଘଟିବ ନାହିଁ।”

Viz kapitola kopírovat




2 ରାଜାବଳୀ 2:10

Následuj nás:

Reklamy


Reklamy