2 ରାଜାବଳୀ 2:20 - ଓଡିଆ ବାଇବେଲ20 ତହିଁରେ ସେ କହିଲେ, “ମୋ’ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହିଁରେ ସେ କହିଲେ, ମୋʼ କତିକି ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ। ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ସେ କହିଲେ, “ମୋʼ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ। Viz kapitolaପବିତ୍ର ବାଇବଲ20 ଇଲୀଶାୟ କହିଲେ, “ମୋତେ ଗୋଟିଏ ନୂତନ ପାତ୍ର ଆଣି ଦିଅ ଓ ତହିଁରେ କିଛି ଲୁଣ ରଖ।” ତହୁଁ ଲୋକମାନେ ପାତ୍ରଟିଏ ଆଣି ଇଲୀଶାୟଙ୍କୁ ଦେଲେ। Viz kapitola |