2 ରାଜାବଳୀ 2:6 - ଓଡିଆ ବାଇବେଲ6 ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି। ତହୁଁ ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ। ଏଥିରେ ସେ ଦୁହେଁ ଅଗ୍ରସର ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ। Viz kapitolaପବିତ୍ର ବାଇବଲ6 ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି, ତୁମ୍ଭେ ଏହିଠାରେ ଥାଅ, କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନ ନଦୀକୁ ପଠାଇଛନ୍ତି।” ଇଲୀଶାୟ ଉତ୍ତର କଲେ, “ମୁଁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଓ ତୁମ୍ଭେ ଜୀବିତ ଥିବା ପ୍ରମାଣେ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ଆଗକୁ ଅଗ୍ରସର ହେଲେ। Viz kapitola |