2 ରାଜାବଳୀ 2:8 - ଓଡିଆ ବାଇବେଲ8 ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାʼନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ। Viz kapitolaପବିତ୍ର ବାଇବଲ8 ଏଲିୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଠିଆ ହୋଇ ପାଣିକୁ ଆଘାତ କଲେ। ତହିଁରେ ଜଳ ଦକ୍ଷିଣ ଓ ବାମକୁ ଦୁଇଭାଗ ହୋଇଗଲା ଓ ସେ ଦୁହେଁ ଶୁଷ୍କ ଭୂମି ଦେଇ ନଦୀ ପାର ହେଲେ। Viz kapitola |