2 ରାଜାବଳୀ 20:1 - ଓଡିଆ ବାଇବେଲ1 ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।” Viz kapitolaପବିତ୍ର ବାଇବଲ1 ସେ ସମୟରେ ହିଜକିୟ ଅସୁସ୍ଥ ହେଲେ ଏବଂ ମୃତ୍ୟୁବରଣ କରିବା ଉପରେ ହେଲେ। ଭବିଷ୍ୟଦ୍ବକ୍ତା ଯିଶାଇୟ ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ କହନ୍ତି, ‘ତୁମ୍ଭେ ତୁମ୍ଭର ଗୋଟିଏ ଇଚ୍ଛା, ପରିବାର ସଭ୍ୟମାନଙ୍କ ନିମନ୍ତେ ଲେଖ କାରଣ ତୁମ୍ଭେ ନିଶ୍ଚୟ ମରିବ।’” Viz kapitola |