Online Bible

- Reklamy -




2 ରାଜାବଳୀ 20:14 - ଓଡିଆ ବାଇବେଲ

14 ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏହି ଲୋକମାନେ କଅଣ କହିଲେ ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ ?” ତହିଁରେ ହିଜକୀୟ କହିଲେ, “ସେମାନେ ଦୂର ଦେଶ ବାବିଲରୁ ଆସିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ? ତହିଁରେ ହିଜକୀୟ କହିଲେ, ସେମାନେ ଦୂର ଦେଶ ବାବିଲ୍ରୁ ଆସିଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲେ, “ସେମାନେ ଦୂର ଦେଶ ବାବିଲରୁ ଆସିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

14 ତା'ପରେ ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟ ରାଜା ହିଜକିୟଙ୍କ ନିକଟକୁ ଆସି ପଗ୍ଭରିଲେ, “ଏହି ଲୋକମାନେ କ’ଣ କହିଲେ? ଏମାନେ କେଉଁଠାରୁ ଆସିଛନ୍ତି?” ହିଜକିୟ କହିଲେ “ସେମାନେ ଦୂର ଦେଶ ବାବିଲରୁ ଆସିଛନ୍ତି।”

Viz kapitola kopírovat




2 ରାଜାବଳୀ 20:14

Následuj nás:

Reklamy


Reklamy