2 ରାଜାବଳୀ 20:15 - ଓଡିଆ ବାଇବେଲ15 ଏଥିରେ ଯିଶାଇୟ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖିଅଛନ୍ତି ?” ତହୁଁ ହିଜକୀୟ ଉତ୍ତର କଲେ, “ମୋ’ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋ’ ଭଣ୍ଡାର ସମୂହରେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଥିରେ ସେ ପଚାରିଲେ, ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖି ଅଛନ୍ତି? ତହୁଁ ହିଜକୀୟ ଉତ୍ତର କଲେ, ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖି-ଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ତାରସମୂହରେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ଯିଶାଇୟ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲେ, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।” Viz kapitolaପବିତ୍ର ବାଇବଲ15 ତହୁଁ ଯିଶାଇୟ କହିଲେ, “ତୁମ୍ଭେ ସେମାନଙ୍କୁ କ’ଣ ସବୁ ଦେଖାଇଲ?” ହିଜକିୟ ଉତ୍ତର କଲେ, “ସେମାନେ ମୋ’ ଗୃହରେ ଥିବା ସମସ୍ତ ଜିନିଷ ଦେଖିଛନ୍ତି। ମୋ’ ଭଣ୍ତାରରେ ଏପରି କିଛି ଜିନିଷ ନାହିଁ, ଯାହାକୁ ସେମାନେ ଦେଖି ନାହାନ୍ତି।” Viz kapitola |