2 ରାଜାବଳୀ 20:19 - ଓଡିଆ ବାଇବେଲ19 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କ’ଣ (ଉତ୍ତମ) ନୁହେଁ ?” Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ। ସେ ଆହୁରି କହିଲେ, ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ?” Viz kapitolaପବିତ୍ର ବାଇବଲ19 ତା'ପରେ ହିଜକିୟ ଯିଶାଇୟକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ଯେଉଁ ବାକ୍ୟ କହିଲ, ତାହା ଅତି ଉତ୍ତମ।” ଆଉ ମଧ୍ୟ ହିଜକିୟ କହିଲେ, “ମୋ’ ଜୀବନକାଳରେ ସତ୍ୟର ଶାନ୍ତି ବିରାଜିତ ହେବ। ଏହା ଅତି ଉତ୍ତମ କଥା।” Viz kapitola |