2 ରାଜାବଳୀ 20:5 - ଓଡିଆ ବାଇବେଲ5 ଯଥା, “ଫେରି ଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯଥା, ଫେରି ଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯଥା, “ଫେରିଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ। Viz kapitolaପବିତ୍ର ବାଇବଲ5 “ତୁମ୍ଭେ ଫେରିଯାଅ ଓ ଆମ୍ଭଲୋକମାନଙ୍କର ଅଧିପତି ହିଜକିୟକୁ କୁହ, ‘ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କୁହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ। ତେଣୁ ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ ଓ ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ମନ୍ଦିରକୁ ଯିବ। Viz kapitola |