Online Bible

- Reklamy -




2 ରାଜାବଳୀ 20:6 - ଓଡିଆ ବାଇବେଲ

6 ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।”

Viz kapitola kopírovat

ପବିତ୍ର ବାଇବଲ

6 ଆମ୍ଭେ ତୁମ୍ଭର ଆୟୁଷ ପନ୍ଦର ବର୍ଷ ବୃଦ୍ଧି କରିବୁ। ପୁଣି ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବୁ। ଏହା ମୁଁ ନିଜ ସକାଶେ ଓ ଆମ୍ଭର ସେବକ ଦାଉଦଙ୍କ ସକାଶେ ଏହି ନଗରକୁ ରକ୍ଷା କରିବି।’”

Viz kapitola kopírovat




2 ରାଜାବଳୀ 20:6

Následuj nás:

Reklamy


Reklamy