Online Bible

- Reklamy -




2 ରାଜାବଳୀ 20:7 - ଓଡିଆ ବାଇବେଲ

7 ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ଯିଶାଇୟ କହିଲେ, ଏକ ଡିମିରି ଚକ୍ତି ଆଣ। ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।

Viz kapitola kopírovat

ପବିତ୍ର ବାଇବଲ

7 ତା'ପରେ ଯିଶାଇୟ କହିଲେ, “ଏକ ଡିମ୍ବିରି ମିଶ୍ରଣ ତିଆରି କର ଓ କ୍ଷତ ସ୍ଥାନରେ ଲଗାଅ।” ତେଣୁ ସେମାନେ ସେହି ମିଶ୍ରଣ ନେଇ ହିଜକିୟର କ୍ଷତରେ ଲଗାଇଲେ ଓ ସେ ସୁସ୍ଥ ହେଲେ।

Viz kapitola kopírovat




2 ରାଜାବଳୀ 20:7

Následuj nás:

Reklamy


Reklamy