2 ରାଜାବଳୀ 20:9 - ଓଡିଆ ବାଇବେଲ9 ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଯିଶାଇୟ କହିଲେ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ତ ଯିବ, ଅବା ପଛକୁ ଦଶ ପାହୁଣ୍ତ ଯିବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।” Viz kapitolaପବିତ୍ର ବାଇବଲ9 ତହୁଁ ଯିଶାଇୟ କହିଲେ, “ତୁମ୍ଭେ କି ସୂଚନା ଗ୍ଭହୁଁଛ? ଛାୟା କ’ଣ ଦଶ ପାହୁଣ୍ତ ଆଗକୁ କିମ୍ବା ଦଶ ପାହୁଣ୍ତ ପଛକୁ ଯିବ ତୁମ୍ଭ ପାଇଁ ପରମେଶ୍ୱରଙ୍କଠାରୁ ଏହି ଚିହ୍ନ ହେବ। ଯେ ସଦାପ୍ରଭୁ ତାଙ୍କର ବାକ୍ୟ ସଫଳ କରିବେ।” Viz kapitola |