2 ରାଜାବଳୀ 21:11 - ଓଡିଆ ବାଇବେଲ11 “ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ୱାରା ପାପ କରାଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ଵାରା ପାପ କରାଇଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 “ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ୱାରା ପାପ କରାଇଅଛି। Viz kapitolaପବିତ୍ର ବାଇବଲ11 “ଯିହୁଦାର ରାଜା ମନଃଶି ଏହି ସମସ୍ତ ଘୃଣାଯୋଗ୍ୟ କର୍ମ କରିଅଛି। ତାଙ୍କ ପୂର୍ବରୁ ଯେଉଁ ଇମୋରୀୟମାନେ ଥିଲେ ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିଅଛି। ତାଙ୍କର ପ୍ରତିମା ଆରାଧନା ଦ୍ୱାରା ସେ ଯିହୁଦାକୁ ପାପ କରାଇଛି। Viz kapitola |