Online Bible

- Reklamy -




2 ରାଜାବଳୀ 21:16 - ଓଡିଆ ବାଇବେଲ

16 ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ୱାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ଵାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ୱାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।

Viz kapitola kopírovat

ପବିତ୍ର ବାଇବଲ

16 ପୁଣି ମନଃଶି ବହୁ ନିର୍ଦ୍ଦୋଷ ଲୋକଙ୍କୁ ହତ୍ୟା କରି ଯିରୁଶାଲମରେ ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ। ଏହା ସହିତ ସେ ଯିହୁଦାକୁ ପାପରେ ଅଶିଂକୃତ କରାଇଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍କର୍ମ କଲେ।’”

Viz kapitola kopírovat




2 ରାଜାବଳୀ 21:16

Následuj nás:

Reklamy


Reklamy