Online Bible

- Reklamy -




2 ରାଜାବଳୀ 21:19 - ଓଡିଆ ବାଇବେଲ

19 ଆମୋନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ ତାଙ୍କର ମାତାର ନାମ ମଶୁଲ୍ଲେମତ୍‍, ସେ ଯଟ୍‍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ମଶୁଲ୍ଲେମତ୍, ସେ ଯଟ୍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆମୋନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ ତାଙ୍କର ମାତାର ନାମ ମଶୁଲ୍ଲେମତ୍‍, ସେ ଯଟ୍‍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ।

Viz kapitola kopírovat

ପବିତ୍ର ବାଇବଲ

19 ଆମୋନ୍ ବାଇଶ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କଲେ। ସେ ଯିରୁଶାଲମରେ ଦୁଇ ବର୍ଷ ଶାସନ କଲେ। ତାଙ୍କର ମାତାଙ୍କ ନାମ ମଶୁଲ୍ଲମତ୍ ଓ ସେ ଯବଟା ନିବାସୀ ହାରୁଷଙ୍କ କନ୍ୟା ଥିଲେ।

Viz kapitola kopírovat




2 ରାଜାବଳୀ 21:19

Následuj nás:

Reklamy


Reklamy