2 ରାଜାବଳୀ 21:6 - ଓଡିଆ ବାଇବେଲ6 ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିୟା ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ। Viz kapitolaପବିତ୍ର ବାଇବଲ6 ମନଃଶି ଆପଣା ପୁତ୍ରକୁ ଅଗ୍ନିରେ ଉତ୍ସର୍ଗ କଲେ। ସେ ଶୁଭ ଶୁଭ କହିବାର ବିଦ୍ୟା, ଗଣକତା, ଯାଦୁବିଦ୍ୟା, ଭୂତ ପ୍ରେତ ଓ ଗୁଣୀ ଗାରେଡ଼ି କାର୍ଯ୍ୟରେ ଅଭ୍ୟସ୍ତ ହେଲେ। ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ, ଯଦ୍ଦ୍ୱାରା ସଦାପ୍ରଭୁ କ୍ରୋଧିତ ହେଲେ। Viz kapitola |