2 ରାଜାବଳୀ 21:8 - ଓଡିଆ ବାଇବେଲ8 ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯଦି ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯଦି ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ।” Viz kapitolaପବିତ୍ର ବାଇବଲ8 ମୁଁ କେବେ ଇସ୍ରାଏଲୀୟମାନଙ୍କୁ ସେମାନଙ୍କ ଦେଶ ପରିତ୍ୟାଗ କରିବାର କାରଣ ହେବି ନାହିଁ, ଯାହା ମୁଁ ସେମାନଙ୍କର ପୂର୍ବପୁରୁଷଙ୍କୁ ଦେଇଅଛି। ମୁଁ ସେମାନଙ୍କୁ ସେଠାରେ ରହିବାକୁ ଦେବି, କେବଳ ଯଦି ସେମାନେ ମୋର ଆଜ୍ଞା ମାନନ୍ତି ଓ ମୋର ସେବକ ମୋଶା ସେମାନଙ୍କୁ କହିଥିବା ନିତି ନିୟମସବୁ ସେମାନେ ଅନୁସରଣ କରନ୍ତି।” Viz kapitola |