2 ରାଜାବଳୀ 22:13 - ଓଡିଆ ବାଇବେଲ13 “ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକ ଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନ ହେବାରୁ, ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ୱଳିତ କ୍ରୋଧ ଗୁରୁତର ହୋଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନୋହିବାରୁ ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ଵଳିତ କ୍ରୋଧ ଗୁରୁତର ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 “ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକ-ଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନ ହେବାରୁ, ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ୱଳିତ କ୍ରୋଧ ଗୁରୁତର ହୋଇଅଛି।” Viz kapitolaପବିତ୍ର ବାଇବଲ13 ରାଜା ଯୋଶିୟ କହିଲେ, “ତୁମ୍ଭେମାନେ ଯାଅ, ସଦାପ୍ରଭୁଙ୍କୁ ପଗ୍ଭର ମୋ’ ପାଇଁ, ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ କ’ଣ କରିବୁ। ଏହି ପୁସ୍ତକ ବିଷୟରେ ପଗ୍ଭର। ପରମେଶ୍ୱର ଆମ୍ଭ ଉପରେ ଅତ୍ୟନ୍ତ କ୍ରୋଧିତ ହୋଇଛନ୍ତି। କାରଣ ଏହି ପୁସ୍ତକରେ ଆମ୍ଭ ପାଇଁ ଯେପରି ଲେଖା ଥିଲା, ଆମ୍ଭର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ବାକ୍ୟ ପ୍ରତି ଧ୍ୟାନ ଦେଇ ନ ଥିଲେ।” Viz kapitola |