2 ରାଜାବଳୀ 22:2 - ଓଡିଆ ବାଇବେଲ2 ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ଦକ୍ଷିଣରେ କି ବାମରେ ଫେରିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ। Viz kapitolaପବିତ୍ର ବାଇବଲ2 ଯୋଶିୟ ସଦାପ୍ରଭୁଙ୍କ ଦୃଷ୍ଟିରେ ସୁକର୍ମ କଲେ ଏବଂ ସେ ଦାଉଦଙ୍କର ପୂର୍ବପୁରୁଷ ପରି ବାସ କଲେ। ସେ ସଦାପ୍ରଭୁଙ୍କ ଶିକ୍ଷା ମାନ୍ୟ କଲେ। ପରମେଶ୍ୱର ଯାହା ଗ୍ଭହୁଁଥିଲେ ସେ ଠିକ୍ ତାହା ସବୁ କଲେ। Viz kapitola |