2 ରାଜାବଳୀ 22:8 - ଓଡିଆ ବାଇବେଲ8 ସେତେବେଳେ ହିଲ୍କୀୟ ମହାଯାଜକ ଶାଫନ୍ ଲେଖକଙ୍କୁ କହିଲା, “ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା ପୁସ୍ତକ ପାଇଅଛୁ।” ଆଉ ହିଲ୍କିୟ ଶାଫନ୍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ହିଲକୀୟ ମହାଯାଜକ ଶାଫନ୍ ଲେଖକକୁ କହିଲା, ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା-ପୁସ୍ତକ ପାଇଅଛୁ। ଆଉ ହିଲ୍କୀୟ ଶାଫନ୍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ହିଲ୍କୀୟ ମହାଯାଜକ ଶାଫନ୍ ଲେଖକଙ୍କୁ କହିଲା, “ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା-ପୁସ୍ତକ ପାଇଅଛୁ।” ଆଉ ହିଲ୍କୀୟ ଶାଫନ୍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା। Viz kapitolaପବିତ୍ର ବାଇବଲ8 ସେତେବେଳେ ମହାଯାଜକ ହିଲ୍କିୟ ଶାଫନ୍ ସମ୍ପାଦକଙ୍କୁ କହିଲା, “ଦେଖ, ଆମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ଏହି ବ୍ୟବସ୍ଥା ପୁସ୍ତକ ପାଇଅଛୁ।” ତା'ପରେ ଶାଫନ୍ ସେହି ପୁସ୍ତକ ପାଠ କଲେ। Viz kapitola |