Online Bible

- Reklamy -




2 ରାଜାବଳୀ 22:9 - ଓଡିଆ ବାଇବେଲ

9 ଏଥିଉତ୍ତାରେ ଶାଫନ୍‍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ବାଦ ଦେଇ କହିଲା, “ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ଶାଫନ୍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ଵାଦ ଦେଇ କହିଲା, ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ଵାବଧାରଣ-କର୍ମକାରୀ-ମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ଶାଫନ୍‍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ବାଦ ଦେଇ କହିଲା, “ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

9 ଏହା ପରେ ଶାଫନ୍ ସମ୍ପାଦକ ରାଜା ଯୋଶିୟଙ୍କ ନିକଟକୁ ଆସିଲା ଓ ରାଜାଙ୍କୁ ସମ୍ବାଦ ଦେଲା, “ଆପଣଙ୍କ ସେବକମାନେ ମନ୍ଦିରରୁ ପ୍ରାପ୍ତ ସମସ୍ତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ କରୁଥିବା କର୍ମକାରୀମାନଙ୍କୁ ଓ ତତ୍ତ୍ୱାବଧାରକମାନଙ୍କୁ ପ୍ରଦାନ କରିଅଛନ୍ତି।”

Viz kapitola kopírovat




2 ରାଜାବଳୀ 22:9

Následuj nás:

Reklamy


Reklamy