2 ରାଜାବଳୀ 23:11 - ଓଡିଆ ବାଇବେଲ11 ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ଵମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ; ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ। Viz kapitolaପବିତ୍ର ବାଇବଲ11 ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରୀ ନିକଟସ୍ଥ ସଦାପ୍ରଭୁଙ୍କ ମନ୍ଦିରର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇ ଗଲେ ଓ ସେହି ସୂର୍ଯ୍ୟ ଦେବତାର ରଥଗୁଡ଼ିକୁ ଅଗ୍ନିରେ ଦଗ୍ଧ କରାଗଲା। Viz kapitola |