Online Bible

- Reklamy -




2 ରାଜାବଳୀ 23:18 - ଓଡିଆ ବାଇବେଲ

18 ତେବେ ରାଜା ଯୋଶୀୟ କହିଲେ, “ତାଙ୍କୁ ଛାଡ଼ିଦିଅ; କେହି ତାଙ୍କର ଅସ୍ଥି ସ୍ଥାନାନ୍ତର ନ କରୁ।” ଏହେତୁ ସେମାନେ ଶମରୀୟାରୁ ଆଗତ ଭବିଷ୍ୟଦ୍‍ବକ୍ତାଙ୍କର ଅସ୍ଥି ସହିତ ତାହାର ଅସ୍ଥି ଛାଡ଼ିଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତେବେ ରାଜା କହିଲେ, ତାଙ୍କୁ ଛାଡ଼ିଦିଅ; କେହି ତାଙ୍କର ଅସ୍ଥି ସ୍ଥାନାନ୍ତର ନ କରୁ। ଏହେତୁ ସେମାନେ ଶମରୀୟାରୁ ଆଗତ ଭବିଷ୍ୟଦ୍-ବକ୍ତାର ଅସ୍ଥି ସହିତ ତାହାର ଅସ୍ଥି ଛାଡ଼ିଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତେବେ ରାଜା ଯୋଶୀୟ କହିଲେ, “ତାଙ୍କୁ ଛାଡ଼ିଦିଅ; କେହି ତାଙ୍କର ଅସ୍ଥି ସ୍ଥାନାନ୍ତର ନ କରୁ।” ଏହେତୁ ସେମାନେ ଶମରୀୟାରୁ ଆଗତ ଭବିଷ୍ୟଦ୍‍ବକ୍ତାଙ୍କର ଅସ୍ଥି ସହିତ ତାହାର ଅସ୍ଥି ଛାଡ଼ିଦେଲେ।

Viz kapitola kopírovat

ପବିତ୍ର ବାଇବଲ

18 ତେଣୁ ରାଜା କହିଲେ, “ପରମେଶ୍ୱରଙ୍କ ଲୋକଙ୍କୁ ଏକା ଛାଡ଼ିଦିଅ! ତାଙ୍କର ଅସ୍ଥିଗୁଡ଼ିକୁ ସ୍ଥାନାନ୍ତର କର ନାହିଁ।” ତେଣୁ ସେମାନେ ସେଠାରେ ଶମରିୟାରୁ ଆଗତ ଭବିଷ୍ୟ‌ଦ୍‌ବକ୍ତାର ଅସ୍ଥି ସହିତ ତାଙ୍କର ଅସ୍ଥି ଛାଡ଼ି ଦେଲେ।

Viz kapitola kopírovat




2 ରାଜାବଳୀ 23:18

Následuj nás:

Reklamy


Reklamy