2 ରାଜାବଳୀ 23:21 - ଓଡିଆ ବାଇବେଲ21 ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, ଏହି ନିୟମ-ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।” Viz kapitolaପବିତ୍ର ବାଇବଲ21 ତା'ପରେ ଯୋଶିୟ ରାଜା ସମସ୍ତ ଲୋକଙ୍କୁ ଆଦେଶ ଦେଲେ, “ଏହି ନିୟମ ପୁସ୍ତକର ଯୁକ୍ତିନୁସାରେ ତୁମ୍ଭର ପରମେଶ୍ୱର ସଦାପ୍ରଭୁଙ୍କର ସମ୍ମାନାର୍ଥେ ନିସ୍ତାରପର୍ବ ପାଳନ କର।” Viz kapitola |