2 ରାଜାବଳୀ 23:31 - ଓଡିଆ ବାଇବେଲ31 ଯିହୋୟାହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍, ସେ ଲିବ୍ନା ନିବାସୀ ଯିରିମୀୟର କନ୍ୟା ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଯିହୋୟାହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍, ସେ ଲିବ୍ନା-ନିବାସୀ ଯିରିମୀୟର କନ୍ୟା ଥଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଯିହୋୟାହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍, ସେ ଲିବ୍ନା ନିବାସୀ ଯିରିମୀୟର କନ୍ୟା ଥିଲେ। Viz kapitolaପବିତ୍ର ବାଇବଲ31 ଯିହୋୟାହସ୍ ଯେତେବେଳେ ରାଜା ହେଲେ ସେତେବେଳେ ତାଙ୍କୁ ତେଇଶ୍ ବର୍ଷ ହୋଇଥିଲା। ସେ ଯିରୁଶାଲମରେ ତିନି ମାସ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ହମୁଟଲ୍, ସେ ଲିବ୍ନା ନିବାସୀ ଯିରିମିୟର କନ୍ୟା ଥିଲେ। Viz kapitola |