2 ରାଜାବଳୀ 23:36 - ଓଡିଆ ବାଇବେଲ36 ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ। Viz kapitolaପବିତ୍ର ବାଇବଲ36 ଯିହୋୟାକୀମ୍ ଯେତେବେଳେ ରାଜା ହେଲେ ସେତେବେଳେ ତାଙ୍କୁ ପଚିଶ୍ ବର୍ଷ ହୋଇଥିଲା। ସେ ଯିରୁଶାଲମରେ ଏଗାର ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ସବୀଦା ଓ ସେ ରୂମା ନିବାସୀ ପଦାୟର କନ୍ୟା ଥିଲେ। Viz kapitola |