2 ରାଜାବଳୀ 24:7 - ଓଡିଆ ବାଇବେଲ7 ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମିସ୍ରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଥି ଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲ୍ର ରାଜା ମିସରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମିସ୍ରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମିସରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ। Viz kapitolaପବିତ୍ର ବାଇବଲ7 ବାବିଲର ରାଜା ମିଶରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମଧ୍ୟବର୍ତ୍ତି ସମସ୍ତ ଦେଶ ଅଧିକାର କଲେ। ଏହି ଦେଶ ପୂର୍ବରୁ ମିଶର ଅଧୀନରେ ଥିଲା। ତେଣୁ ମିଶରର ରାଜା ପୂନର୍ବାର ମିଶର ଛାଡ଼ି ଆସିଲେ ନାହିଁ। Viz kapitola |