2 ରାଜାବଳୀ 25:27 - ଓଡିଆ ବାଇବେଲ27 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍-ମରୋଦକ୍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଅନନ୍ତର ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ଵର ସଇଁତିରିଶ ବର୍ଷର ଦ୍ଵାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ୍-ରାଜା ଇବିଲ୍-ମରୋଦକ୍ ରାଜ୍ୟାରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍-ମରୋଦକ୍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା। Viz kapitolaପବିତ୍ର ବାଇବଲ27 ଅନନ୍ତର ଯିହୁଦାର ରାଜା ଯିହୋୟାଖୀନଙ୍କ ବନ୍ଦୀତ୍ୱର ସଇଁତିରିଶ୍ ବର୍ଷର ଦ୍ୱାଦଶ ମାସରେ, ମାସର ସତାଇଶ୍ ଦିନରେ ବାବିଲ ରାଜା ଇବିଲ-ମରୋଦକ୍। ସେ ରାଜତ୍ୱ ଆରମ୍ଭ କରିବା ବର୍ଷରେ ବନ୍ଦୀରୁ ଯିହୁଦାର ରାଜା ଯିହୋୟାଖୀନଙ୍କୁ ବାହାର କଲେ ଓ ତାଙ୍କୁ ଅନ୍ୟ ରାଜାଙ୍କଠାରୁ ତାଙ୍କୁ ଅଧିକ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ବସିବାକୁ ଦେଲେ। ତାହା ବାବିଲୋନରେ ତାଙ୍କ ସହିତ ଏପରି ଥିଲା। Viz kapitola |