2 ରାଜାବଳୀ 25:30 - ଓଡିଆ ବାଇବେଲ30 ପୁଣି, ତାଙ୍କର ଦିନାତିପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତି ଦିନ ଏକ ନିରୂପିତ ଅଂଶ ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି, ତାଙ୍କର ଦିନପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତି ଦିନ ଏକ ନିରୂପିତ ଅଂଶ ପାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ତାଙ୍କର ଦିନାତିପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲେ। Viz kapitolaପବିତ୍ର ବାଇବଲ30 ତେଣୁ ଅବଶିଷ୍ଟ ସମୟ ତାଙ୍କ ଜୀବନର ପ୍ରତିଦିନ। ତାଙ୍କର ସମସ୍ତ ଭୋଜନ ଇବିଲ-ମରୋଦକ୍ ରାଜାଙ୍କ ଦ୍ୱାରା ଯିହୋୟାଖୀନଙ୍କୁ ଦିଆଗଲା। Viz kapitola |