2 ରାଜାବଳୀ 25:5 - ଓଡିଆ ବାଇବେଲ5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ-ପଦାରେ ତାଙ୍କୁ ଧରିଲେ; ତହିଁରେ ତାଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ। Viz kapitolaପବିତ୍ର ବାଇବଲ5 ତହୁଁ କଲ୍ଦୀୟ ସୈନ୍ୟମାନେ ରାଜାଙ୍କ ପଶ୍ଚାତ୍ଧାବନ କରି ଯିରୀହୋ ପଦାରେ ତାଙ୍କୁ ଧରିଲେ। ଯେତେବେଳେ ତାଙ୍କର ସମସ୍ତ ସୈନ୍ୟ ତାଙ୍କୁ ଛାଡ଼ି ପଳାୟନ କଲେ। Viz kapitola |