2 ରାଜାବଳୀ 3:1 - ଓଡିଆ ବାଇବେଲ1 ଯିହୁଦାର ରାଜା ଯିହୋଶାଫଟ୍ଙ୍କ ରାଜତ୍ଵର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ବାର ବର୍ଷ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯିହୁଦାର ରାଜା ଯିହୋଶାଫଟଙ୍କର ଅଧିକାରର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ବାର ବର୍ଷ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୁଦାର ରାଜା ଯିହୋଶାଫଟ୍ଙ୍କ ରାଜତ୍ଵର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିବାର ବର୍ଷ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ1 ଆହାବଙ୍କ ଅନ୍ତେ ତାଙ୍କ ପୁତ୍ର ଯିହୋରାମ ଶମରିୟାରେ ଇସ୍ରାଏଲ ଉପରେ ରାଜତ୍ୱ କଲେ। ସେ ଯିହୁଦାର ରାଜା ଯିହୋଶାଫଟଙ୍କର ଅଷ୍ଟାଦଶ ବର୍ଷର ରାଜତ୍ୱ କାଳରେ ରାଜା ହେଲେ ଓ ଇସ୍ରାଏଲରେ ବାରବର୍ଷ ରାଜ୍ୟ କଲେ। Viz kapitola |