2 ରାଜାବଳୀ 3:10 - ଓଡିଆ ବାଇବେଲ10 ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଥିରେ ଇସ୍ରାଏଲର ରାଜା କହିଲେ, ହାୟ ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।” Viz kapitolaପବିତ୍ର ବାଇବଲ10 ଶେଷରେ ଇସ୍ରାଏଲର ରାଜା ଯିହୋରାମ୍ କହିଲେ, “ହାୟ, ସଦାପ୍ରଭୁ ମୋୟାବ ହସ୍ତରେ ସମର୍ପଣ କରିବାକୁ ଆମ୍ଭ ତିନି ଜଣଙ୍କୁ ଏକତ୍ର ଡାକିଛନ୍ତି।” Viz kapitola |