2 ରାଜାବଳୀ 3:11 - ଓଡିଆ ବାଇବେଲ11 ମାତ୍ର ଯିହୋଶାଫଟ୍ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍ବକ୍ତା କ’ଣ ଏଠାରେ ନାହାନ୍ତି ?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟ୍ର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ମାତ୍ର ଯିହୋଶାଫଟ କହିଲେ, ଆମ୍ଭେମାନେ ଯାହାଙ୍କ ଦ୍ଵାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍ବକ୍ତା କʼଣ ଏଠାରେ ନାହାନ୍ତି? ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, ଶାଫଟର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ଯିହୋଶାଫଟ୍ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍ବକ୍ତା କʼଣ ଏଠାରେ ନାହାନ୍ତି?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟ୍ର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।” Viz kapitolaପବିତ୍ର ବାଇବଲ11 ମାତ୍ର ଯିହୋଶାଫଟ୍ କହିଲେ, “ସଦାପ୍ରଭୁଙ୍କର ଏପରି କେହି ଭବିଷ୍ୟଦ୍ବକ୍ତା କ’ଣ ଏଠାରେ ନାହାନ୍ତି, ଯାହାଙ୍କ ଦେଇ ଆମ୍ଭେ ସଦାପ୍ରଭୁଙ୍କର ଅନୁସନ୍ଧାନ କରିପାରୁ?” ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ କହିଲେ, “ଶାଫଟର ପୁତ୍ର ଇଲୀଶାୟ ଯେ ଏଲିୟ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।” Viz kapitola |